Site icon ଆଜିକାଲି

ଆଜି ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଯୋଗୁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଯୋଗୁ ବନ୍ଦ ରହିବ ଦର୍ଶନ। ଅପରାହ୍ଣ ୩ଟାରୁ ରାତି ୮ଟା ଯାଏ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରଖାଯିବ। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ହେବ ଦର୍ଶନ।

Exit mobile version