Site icon ଆଜିକାଲି

୧୯ ମାର୍ଚ୍ଚ ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ।

ବୃଷ- ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ମିଥୁନ- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।

କର୍କଟ- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।

ସିଂହ- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।

କନ୍ୟା- ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ।

ତୁଳା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ ।

ବିଛା- ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ ।

ଧନୁ- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ । ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।

ମକର- ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।

କୁମ୍ଭ- ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି ।

ମୀନ- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଅଫିସ୍ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।

Exit mobile version