Site icon ଆଜିକାଲି

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡିର ଦେବାଶିଷ ଓ ଶୁଭାଶିଷ

ଭୁବନେଶ୍ୱର – ବିଜେଡିର ରାଜ୍ୟସଭା ପ୍ରାଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ । ଗତକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟସଭା ନିର୍ବାଚନ ପାଇଁ ଦେବାଶିଷ ଓ ଶୁଭାଶିଷଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ। ଆଜି ଦୁଇ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧାନସଭାରେ ପ୍ରାର୍ଥିପତ୍ର ଦାଖଲ କରିବେ। ଆଜି ବିଜେଡି ପକ୍ଷରୁ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବା ସମ୍ଭାବନା ରହିଛି।

Exit mobile version