Site icon ଆଜିକାଲି

ଆଜିଠୁ ୩ ଦିନିଆ ୟୁଏଇ ଗସ୍ତରେ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ଆଜିଠୁ ୩ ଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉଭୟ ଦେଶର ଶିକ୍ଷା ଓ ଦକ୍ଷତା ଉପରେ ହବେ ଗୁରୁତ୍ବପୂର୍ଣ୍ଣ ଆଲୋଚନା। ୟୁଏଇର ଅନେକ ପ୍ରମୁଖ ମନ୍ତ୍ରୀ, ଅଧିକାରୀ, ଶିକ୍ଷାବିତଙ୍କ ସମେତ ପ୍ରବାସୀ ଭାରତୀୟଙ୍କ ବିଶିଷ୍ଟ ପ୍ରତିନିଧି ଏବଂ ବ୍ୟବସାୟୀ ମୁଖ୍ୟମାନଙ୍କୁ ଭେଟିବା ସହ ଉଭୟ ଦେଶର ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Exit mobile version