Site icon ଆଜିକାଲି

ଆଜି ଉଦଘାଟନ ହେବ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ

କେନ୍ଦୁଝର: ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଆଜି ଉଦଘାଟନ ହେବ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଇଣ୍ଟରନ୍ୟାସନାଲ ସ୍କୁଲକୁ ଉଦଘାଟନ କରିବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଉଦଘାଟନ କରିବେ । କାର୍ଯ୍ୟକ୍ରମରେ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ, ସାଂସଦ ପିନାକୀ ମିଶ୍ର, ସାଂସଦ ଚନ୍ଦ୍ରାଣି ମୁର୍ମୁ, କଣ୍ଠଶିଳ୍ପୀ ଅନୁରାଧା ପୌଡଓ୍ବାଲ, ଯୁବିନ ନୌଟାଲଙ୍କ ସମେତ ଅନେକ ବଡ କଳାକାର ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Exit mobile version