Site icon ଆଜିକାଲି

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ


ବାଲେଶ୍ୱର – ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ ।ବାଲେଶ୍ୱର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ହୋଇଛି । ବାଲେଶ୍ୱର, ପୁରୀ ସମେତ ୭ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଏ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Exit mobile version