ଭୁବନେଶ୍ୱର : ସରକାରୀ ପାଣ୍ଠି ଆତ୍ମସାତ କରିଥିବା ଅଭିଯୋଗରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର ବିଜୟ କୁମାର ଅଗ୍ରୱାଲ ଓ ତାଙ୍କ ପାୱାର ଅଫ୍ ଆଟର୍ଣ୍ଣି ଦୀପକ କୁମାର ଅଗ୍ରୱାଲଙ୍କୁ ଗିରଫ କରାଯାଇଛି। ଦୁଇ ଠିକାଦାରଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୋନପୁର ଜିଲ୍ଲାରେ ଅନୁସୂଚିତ ଜାତିର ଛାତ୍ରଙ୍କ ପାଇଁ ୪ଟି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ପାଇଁ ଆସିଥିବା ଅର୍ଥ ସେମାନେ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ବିସ୍ତୃତ ରିପୋର୍ଟକୁ ଅପେକ୍ଷା କରାଯାଇଛି।
![](https://theajikali.com/wp-content/uploads/2023/08/71dc3c1f63bd3c6ceec3f7a13b8cb1b0-fArtLr-750x430-1.jpeg)
August 28, 2023
0 Comment
136 Views
ସରକାରୀ ପାଣ୍ଠି ଆତ୍ମସାତ ଅଭିଯୋଗରେ ଦୁଇ ଠିକାଦାରଙ୍କୁ ବାନ୍ଧିଲା ଭିଜିଲାନ୍ସ
by Editor