Site icon ଆଜିକାଲି

ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନ ପୂର୍ବରୁ ଶେଷ ଥର ଲାଗି ଭୋଟର ତାଲିକା ସଂଶୋଧନ କରାଯିବ । ୨୦୨୩ ଡିସେମ୍ବର ୯ ଯାଏଁ ଆବେଦନ କରି ପାରିବେ ଭୋଟର । ଅନଲାଇନ୍ ଓ ଅଫ ଲାଇନରେ ଆବେଦନ କରାଯାଇପାରିବ।

ଅଧିକ ସହାୟତା ପାଇଁ ୧୯୫୯କୁ କଲ କରିପାରିବେ ଭୋଟର । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି।

Exit mobile version